ଆସନ୍ତା ୪ ଦିନ ଅର୍ଥାତ୍ ମେ’ ୩୧ ମଧ୍ୟରେ ମୌସୁମୀ ଭାରତ ଭୂଖଣ୍ଡରେ ପ୍ରବେଶ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପୂର୍ବାନୁମାନ କରିଛି। ଏଥିସହ ଚଳିତ ମୌସୁମୀ ଋତୁରେ ସାରା ଦେଶରେ ସ୍ବାଭାବିକ ବର୍ଷା ହେବା ନେଇ ଆକଳନ କରାଯାଇଛି। ଆଇଏମ୍ଡି ପକ୍ଷରୁ କୁହାଯାଇଛି ଯେ ଜୁନ୍ରୁ ସେପ୍ଟେମ୍ବର ମାସ ମଧ୍ୟରେ ଉତ୍ତର ପୂର୍ବ ରାଜ୍ୟଗୁଡ଼ିକରେ ମୌସୁମୀ ବର୍ଷା ସ୍ବାଭାବିକଠାରୁ ତଳେ ରହିବ। ଅର୍ଥାତ୍ ୯୪%ରୁ କମ୍ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ଭାରତରେ ମୌସୁମୀ ସମୟରେ ସ୍ବାଭାବିକ ବର୍ଷା ୯୨%ରୁ ୧୦୮% ହୋଇପାରେ। ତେବେ କେନ୍ଦ୍ରୀୟ ଓ ଦକ୍ଷିଣ ଭାରତରେ ସ୍ବାଭାବିକଠାରୁ ଅଧିକ ବର୍ଷା ଅର୍ଥାତ୍ ୧୦୬%ରୁ ଅଧିକ ବର୍ଷା ହେବ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post