ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ତାତି ଅସହ୍ୟ ହୋଇଛି। ତେବେ ଏହି ତାତିରେ ଏବେ ବ୍ରେକ୍ ଲାଗିଛି। ଗରମର ପ୍ରଭାବ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର ସକାଳେ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମଙ୍ଗଳବାର ଓ ବୁଧବାର ପାଗ ଶୁଖିଲା ରହିବ। ପୁଣି ୭ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପେଗ କେନ୍ଦ୍ର ପକ୍ଷରୂ ସୂଚନା ଦିଆଯାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post