ତାତିରୁ ମିଳିବ ତ୍ରାହି । ୫ ଜିଲ୍ଲାରେ ପ୍ରବଳ ବର୍ଷିବ,ଆଜି ଓ ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ଢେ଼ଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୁରଭଂଜ, ବୌଦ୍ଧ, କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post