ରାଜ୍ୟରେ ପହିଲି ଶୀତ ଅନୁଭବ ହୋଇଛି । ଶୀତ ସହ ଦୃଶ୍ୟମାନ ହେଉଛି ଘନ କୁହୁଡି । ସ୍ବାଭାବିକ ଠାରୁ ୨ ରୁ ୪ଡିଗ୍ରୀ କମିଛି ତାପମାତ୍ରା । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବ। ଜି.ଉଦୟଗିରି, ଫୁଲବାଣୀ, କୋରାପୁଟ ଏବଂ ଦାରିଙ୍ଗବାଡିର ତାପମାତ୍ରା ୧୫ ଡିଗ୍ରୀ ତଳେ ରହୁଛି । ଅନୁଗୁଳ, ଭବାନୀପାଟଣା, କେନ୍ଦୁଝର, ସୋନପୁର, ନବରଙ୍ଗପୁର ଏବଂ ରାଉରକେଲାରେ ବି ଶୀତ ଅନୁଭୁତ ହୋଇଛି । ଏହାସହ ଉପକୂଳ ଓଡ଼ିଶାରେ ସଂନ୍ଧ୍ୟା ଏବଂ ସକାଳେ ସାମାନ୍ୟ ଶୀତ ଅନୁଭବ କରିଛନ୍ତି ଲୋକେ । ଶୀତ ସହ ଘନ କୁହୁଡି ଦେଖିବାକୁ ମିଳିଛି । ଆସନ୍ତା ୩ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post