ବଢୁଛି ଥଣ୍ଡା । ରାଜ୍ୟକୁ ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତିର ତାପମାତ୍ରା କମୁଛି । ଗତ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍ ଯାଏ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ଅଧା ଓଡ଼ିଶାରେ ୧୫ ଡିଗ୍ରୀ ସେଲୟିସ୍ ତଳକୁ ଖସିଛି ପାରଦ । କେନ୍ଦୁଝର ଜିଲ୍ଲାରେ ପାରଦ ସବୁଠୁ କମ ୯.୮ ଡିଗ୍ରୀ ରେକର୍ଡ କରାଯାଇଛି। ୧୬ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରେର୍କଡ କରାଯାଇଛି। ବିଭିନ୍ନ ସ୍ଥାନରେ ପଡୁଛି କୁହୁଡ଼ି । ଆଗକୁ ଆହୁରି ଖସିବ ପାରଦ । ଅଧିକାଂଶ ସହରରେ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍ ତଳକୁ ଖସିବା ସମ୍ଭାବନା ରହିଛି
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Next Post