ବଢୁଛି ଥଣ୍ଡା । ରାଜ୍ୟକୁ ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତିର ତାପମାତ୍ରା କମୁଛି । ଗତ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍ ଯାଏ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ଅଧା ଓଡ଼ିଶାରେ ୧୫ ଡିଗ୍ରୀ ସେଲୟିସ୍ ତଳକୁ ଖସିଛି ପାରଦ । କେନ୍ଦୁଝର ଜିଲ୍ଲାରେ ପାରଦ ସବୁଠୁ କମ ୯.୮ ଡିଗ୍ରୀ ରେକର୍ଡ କରାଯାଇଛି। ୧୬ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରେର୍କଡ କରାଯାଇଛି। ବିଭିନ୍ନ ସ୍ଥାନରେ ପଡୁଛି କୁହୁଡ଼ି । ଆଗକୁ ଆହୁରି ଖସିବ ପାରଦ । ଅଧିକାଂଶ ସହରରେ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍ ତଳକୁ ଖସିବା ସମ୍ଭାବନା ରହିଛି
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Next Post