ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଗ ଶୁଖିଲା ରହିବ। ୧୮ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା ଓ ଗଞ୍ଜାମ ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ସେହିଭଳି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାରେ ୧୯ ତାରିଖ ଦିନ ଭଲ ବର୍ଷିବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ