ବଙ୍ଗୋପସାଗରରେ ଦୁର୍ବଳ ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି କହିଛି। ଏହା ସହ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି । ଆଗାମୀ ୪ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ ଏବଂ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।ଏହାର ପ୍ରଭାବରେ କେତେକ ଅଞ୍ଚଳରେ ଫ୍ଲାସ ଫ୍ଲଡ ଭଳି ସ୍ଥିତି ଉପୁଜିପାରେ । ତଳିଆ ଅଞ୍ଚଳରେ ପାଣି ଜମିବା ସହ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି । ଏଥିପାଇଁ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।ସେହିପରି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Next Post