ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। କାଲିଠୁ ବଢିବ ବର୍ଷା ପରିମାଣ। ୧୬ରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଦେଇଛି ଆଇଏମଡି। ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭବନା ରହିଛି। ଏହାଛଡ଼ା ଗଞ୍ଜାମ, ଖୋର୍ଦ୍ଧା , ଭଦ୍ରକ, କଟକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ୧୭ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା। ୧୭ରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଅନୁମାନ କରାଯାଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା