ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ହେବ ସୁଦୃଶ୍ୟ ଲଘୁଚାପର ରୂପ ନେବ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ। ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି।ଲଘୁଚାପ ପ୍ରଭାବରେ ଆଗରୁ ରାଜ୍ୟରେ ଅଧିକ ବର୍ଷା ହେବା ନେଇ ଅନୁମାନ କରାଯାଉଛି। ଏପଟେ ଭୁବନେଶ୍ବରରେ ଆଜି ବର୍ଷା ଲାଗି ରହିଥିବା ବେଳେ ସକାଳୁ କୋହଲା ପାଗ ଲାଗି ରହିଛି।
Trending
- ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
- ଆସୁଛି ଆଉ ଏକ ଲଘୁଚାପ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ