ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ।ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବା ସହ ୧୭ ଓ ୧୮ ତାରଖରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଏହି ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୫୫ରୁ ୬୦ କିମି ବେଗରେ ପବନ ବହିବ। ତେଣୁ ଏହାକୁ ଦୃଷ୍ଟିରେ ରଖି 14 ତାରିଖ ଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ଧୀବରମାନଙ୍କୁ ପରାମର୍ଶ ଦିଆଯାଇଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post