ଲଘୁଚାପ ପଶ୍ଚିମବଙ୍ଗରେ ସ୍ଥଳଭାଗ ଅତିକ୍ରମ କରି ଝାଡ଼ଖଣ୍ଡ ଦେଇ ଉତ୍ତର ଛତିଶଗଡ଼ ପର୍ଯ୍ୟନ୍ତ ପହଁଚିଥିଲା । ହେଲେ ଉତ୍ତର ପଶ୍ଚିମ ଭାରତରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେତୁ ସେଠାରେ ଶୁଷ୍କ ଉତ୍ତରା ବାୟୁର ପ୍ରଭାବ ରହିଛି । ଏହି ବାୟୁକୁ ଭେଦ କରି ଲଘୁଚାପ ଆଗକୁ ବଢିନପାରି ପୂର୍ବ ଦିଗକୁ ଗତି କରୁଛି । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି ।ସୂଚନା ଅନୁସାରେ, ଏହି ଲଘୁଚାପ ପଶ୍ଚିମବଙ୍ଗ ଅତିକ୍ରମ କରିବାପରେ ରାଜ୍ୟରେ ବର୍ଷା କମିବା ସହ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେବ ବୋଲି ଜଣାପଡିଛି । ତେବେ ଆଜି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ୯ଟି ଜିଲ୍ଲାକୁ ୱାର୍ଣ୍ଣିଂ କରାଯାଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post