ମାଲେସିଆ ନିକଟରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଆଜି ଆଣ୍ଡାମାନ ସାଗରରେ ପ୍ରବେଶ କରିବ । ଏହାପରେ ବଙ୍ଗୋପସାଗରକୁ ଆସିବ ଲଘୁଚାପ । ଅଧିକ ଘନୀଭୂତ ହୋଇ ଆସନ୍ତା ସପ୍ତାହ ମଧ୍ୟଭାଗରେ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ପରେ ଏହା ବାତ୍ୟା ହେବାର ଯଥେଷ୍ଟ ସମ୍ଭାବନା ରହିଛି । ପରବର୍ତ୍ତୀ ସପ୍ତାହରେ ପୂର୍ବ ଭାରତ ଓ ବାଂଲାଦେଶ ଉପକୂଳକୁ ବିପଦ ସୃଷ୍ଟି କରିବା ପୂର୍ବରୁ ଏହା ବାତ୍ୟାରେ ପରିଣତ ହୋଇପାରେ । ବାତ୍ୟା ହେଲେ ନାଁ ରହିବ ମିଚାଉଙ୍ଗ ।ଅନ୍ୟପଟେ ଭାରତୀୟ ପାଣିପାଗ ବିଭାଗ ବଙ୍ଗୋପସାଗରରେ ବାତ୍ୟା ନେଇ କୌଣସି ପୂର୍ବାନୁମାନ କରିନି । ଆଇଏମଡି କହିଛି, ୨୭ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ହେବ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା