ରାଜ୍ୟରେ ଖସିବ ପାରଦ। ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ଘଟିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବର୍ଷା ପରେ ଆକାଶ ମେଘମୁକ୍ତ ହେଉଥିବାରୁ ଶୀତ ବଢ଼ିବ। ରାଜ୍ୟରେ ଗତ କିଛି ଦିନ ହେବ ଥଣ୍ଡା କମ ରହିଥିଲ।ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ହେଉଥିଲା। ଆକାଶ ମେଘୁଆ ରହିବା ସହ ଥଣ୍ଡାର ପରିମାଣ କମିଥିଲା। କିଛି ସ୍ଥାନରେ ସକାଳେ ଏଭଳି ଘନ କୁହୁଡ଼ି ଦେଖିବାକୁ ମିଳୁଛି।
Trending
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
Prev Post
Next Post