ଗତକାଲି ଅପେକ୍ଷା ଆଜି ଭୁବନେଶ୍ୱରର ତାପମାତ୍ରା କମିଛି । ସେହିପରି ଆଜି ରାଜ୍ୟରେ ୪ ସହରର ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି । ୪୩.୫ ଡିଗ୍ରୀ ତାପମାତ୍ରା ସହ ଆଜି ଅନୁଗୁଳୁ ସବୁଠୁ ଉତ୍ତପ୍ତ । ମାଲକାନଗିରିରେ ୪୩.୨, ବୌଦ୍ଧ ଓ ଟିଟିଲାଗଡ଼ରେ ୪୩ ଡିଗ୍ରୀ ରେକର୍ଡ କରିଛି ।ଆଜି କଟକରେ ତାପମାତ୍ରା ୪୦.୧ ଓ ଭୁବନେଶ୍ୱରର ତାପମାତ୍ରା ୩୯.୬ ଡିଗ୍ରୀ ରହିଛି । ଅନ୍ୟ ପକ୍ଷରେ ଆଜି ୪୦ ଡିଗ୍ରୀ ଉପରେ ରାଜ୍ୟର ୨୩ଟି ସହର ରହିଛି । ଭୁବନେଶ୍ୱରରେ ଆଜି ୩.୯ ଡିଗ୍ରୀ କମିଛି ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post