ଗତକାଲି ଅପେକ୍ଷା ଆଜି ଭୁବନେଶ୍ୱରର ତାପମାତ୍ରା କମିଛି । ସେହିପରି ଆଜି ରାଜ୍ୟରେ ୪ ସହରର ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି । ୪୩.୫ ଡିଗ୍ରୀ ତାପମାତ୍ରା ସହ ଆଜି ଅନୁଗୁଳୁ ସବୁଠୁ ଉତ୍ତପ୍ତ । ମାଲକାନଗିରିରେ ୪୩.୨, ବୌଦ୍ଧ ଓ ଟିଟିଲାଗଡ଼ରେ ୪୩ ଡିଗ୍ରୀ ରେକର୍ଡ କରିଛି ।ଆଜି କଟକରେ ତାପମାତ୍ରା ୪୦.୧ ଓ ଭୁବନେଶ୍ୱରର ତାପମାତ୍ରା ୩୯.୬ ଡିଗ୍ରୀ ରହିଛି । ଅନ୍ୟ ପକ୍ଷରେ ଆଜି ୪୦ ଡିଗ୍ରୀ ଉପରେ ରାଜ୍ୟର ୨୩ଟି ସହର ରହିଛି । ଭୁବନେଶ୍ୱରରେ ଆଜି ୩.୯ ଡିଗ୍ରୀ କମିଛି ।
Trending
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
Prev Post
Next Post