ଶୀତରେ କମ୍ପୁଛି ସାରା ଓଡ଼ିଶା । ରାତି ବଢ଼ିବା ସହ ଥଣ୍ଡା ହାତଗୋଡ଼କୁ କାଲୁଆ କରି ଦେଉଛି । ଶିମିଳିପାଳ ପାଦଦେଶରେ ପାରଦ ଶୂନ ଡିଗ୍ରୀକୁ ଖସିଛି । କିଛି ସ୍ଥାନରେ ହାଲୁକା ତୁଷାରପାତ ହେଉଛି। ଆଜିଠାରୁ ରାଜ୍ୟରେ କମିପାରେ ଶୀତ ଲହରି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଶୀତ ପ୍ରଭାବ ହ୍ରାସ ସମ୍ଭାବନା ଥିଲେ ବି ଘନ କୁହୁଡ଼ିର ପ୍ରଭାବ ଜାରି ରହିବ । ଦୁଇ ଦିନ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । କେତେକ ଉପକୂଳ ସହ ପାର୍ଶ୍ବବର୍ତ୍ତୀ ଜିଲ୍ଲାଗୁଡ଼ିକୁ ଚେତାବନୀ ଜାରି ହୋଇଛି । ଆଜି ପାଇଁ ୧୩ ଜିଲ୍ଲା ଓ ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
Trending
- ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
- ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
- ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
Next Post