ଶୀତରେ କମ୍ପୁଛି ସାରା ଓଡ଼ିଶା । ରାତି ବଢ଼ିବା ସହ ଥଣ୍ଡା ହାତଗୋଡ଼କୁ କାଲୁଆ କରି ଦେଉଛି । ଶିମିଳିପାଳ ପାଦଦେଶରେ ପାରଦ ଶୂନ ଡିଗ୍ରୀକୁ ଖସିଛି । କିଛି ସ୍ଥାନରେ ହାଲୁକା ତୁଷାରପାତ ହେଉଛି। ଆଜିଠାରୁ ରାଜ୍ୟରେ କମିପାରେ ଶୀତ ଲହରି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଶୀତ ପ୍ରଭାବ ହ୍ରାସ ସମ୍ଭାବନା ଥିଲେ ବି ଘନ କୁହୁଡ଼ିର ପ୍ରଭାବ ଜାରି ରହିବ । ଦୁଇ ଦିନ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । କେତେକ ଉପକୂଳ ସହ ପାର୍ଶ୍ବବର୍ତ୍ତୀ ଜିଲ୍ଲାଗୁଡ଼ିକୁ ଚେତାବନୀ ଜାରି ହୋଇଛି । ଆଜି ପାଇଁ ୧୩ ଜିଲ୍ଲା ଓ ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Next Post