ବିଭିନ୍ନ ସ୍ଥାନରେ ଶ୍ରାବଣର ବର୍ଷାରେ ଭିଜୁଛି ଓଡ଼ିଶା । ତେବେ ଏହାମଧ୍ୟରେ ଆସନ୍ତା ୩ ଘଣ୍ଟା ପାଇଁ ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର ସମେତ କଳାହାଣ୍ଡି, ଗଞ୍ଜାମ ଏବଂ ଗଜପତିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି । ଆସନ୍ତା ୩ ଘଣ୍ଟା ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହିତ ତଳିଆ ଅଞ୍ଚଳରେ ପାଣିଜମିବା ଆଶଙ୍କା ମଧ୍ୟ ସୃଷ୍ଟି ହୋଇଛି । ସେହିପରି ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା ମଧ୍ୟ ଦେଖା ଦେଇପାରେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post