ବାତ୍ୟା ଆଣିଲା ଶୀତ । ବଦଳିଲା ପାଗ । ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତି ତାପମାତ୍ରା । ଆସନ୍ତା ୨ ଦିନ ଭିତରେ ପାଗରେ ପରିବର୍ତ୍ତନ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି । ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହିତ ସାମାନ୍ୟ ବର୍ଷା ସାଙ୍ଗକୁ ଶୀତ ଅନୁଭୂତି ହେଉଛି । ଲୋକେ ନିଆଁ ଜାଳି ଉଷୁମ ଟାଣୁଛନ୍ତି। ଗତକାଲି ମୟୁରଭଞ୍ଜ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ କୁ ଖସିଥିଲା । ଆଜି ଶିମିଳିପାଳ ଅଭୟାରଣ୍ୟ ଏବଂ ଶିମିଳିପାଳ ପାଦଦେଶରେ ଅଧିକ ଶୀତ ଅନୁଭୂତ ହେଉଛି। ଶୀତୁଆ ସକାଳରେ ଚା ଖଟିରେ ଲାଗୁଛି ଭିଡ଼ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା