ବାତ୍ୟା ଆଣିଲା ଶୀତ । ବଦଳିଲା ପାଗ । ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତି ତାପମାତ୍ରା । ଆସନ୍ତା ୨ ଦିନ ଭିତରେ ପାଗରେ ପରିବର୍ତ୍ତନ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି । ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହିତ ସାମାନ୍ୟ ବର୍ଷା ସାଙ୍ଗକୁ ଶୀତ ଅନୁଭୂତି ହେଉଛି । ଲୋକେ ନିଆଁ ଜାଳି ଉଷୁମ ଟାଣୁଛନ୍ତି। ଗତକାଲି ମୟୁରଭଞ୍ଜ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ କୁ ଖସିଥିଲା । ଆଜି ଶିମିଳିପାଳ ଅଭୟାରଣ୍ୟ ଏବଂ ଶିମିଳିପାଳ ପାଦଦେଶରେ ଅଧିକ ଶୀତ ଅନୁଭୂତ ହେଉଛି। ଶୀତୁଆ ସକାଳରେ ଚା ଖଟିରେ ଲାଗୁଛି ଭିଡ଼ ।
Trending
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ