ରାଜ୍ୟରେ ବାତ୍ୟା ‘ମିଗଜୋମ୍’ ଯୋଗୁଁ ସତର୍କ ସୂଚନା ଦିଆଯାଇଛି । ଆସନ୍ତାକାଲି ତାମିଲନାଡୁର ତଟବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରିବ । ତାମିଲନାଡୁ ସରକାର ବାତ୍ୟାକୁ ଦୃଷ୍ଟିରେ ରଖି ବିଭିନ୍ନ ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି । ପଡୁଚେରୀ ଏବଂ ଆନ୍ଧ୍ରପ୍ରଦେଶର ତଟୀୟ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ପାଣିପାଗ ବିଭାଗ ତଥ୍ୟ ଅନୁଯାୟୀ, ତାମିଲନାଡୁ ଏବଂ ପଡୁଚେରୀରେ ବର୍ଷା, ପବନ ଏବଂ ଘଡଘଡି ଚେତାବନୀ ଜାରି ହୋଇଛି । ସରକାର ଘରୋଇ କମ୍ପାନୀ କର୍ମଚାରୀଙ୍କୁ ଓ୍ଵାର୍କ ଫ୍ରର୍ମ ହୋମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ବାତ୍ୟାକୁ ନେଇ ଦେଶର ସମସ୍ତ ପୂର୍ବ ତଟୀୟ ରାଜ୍ୟ ସରକାରଙ୍କ ସହିତ ସଂପର୍କ ରଖିଛନ୍ତି । ବାତ୍ୟାକୁ ଦେଖି ସାଉଥ ସେଣ୍ଟ୍ରାଲ ରେଲେଓ୍ଵ ୧୪୪ ଟ୍ରେନ ବାତିଲ କରାଯାଇଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି