ଆରବ ସାଗର ପଟୁ ମାଡ଼ି ଆସୁଛି ସାମୁଦିକ ଝଡ଼ ‘ଆସନା’। ଏହାର ପ୍ରଭାବରେ ସାରା ରାଜ୍ୟରେ ୫ ତାରିଖ ଯାଏ ଭୀଷଣରୁ ଅତି ଭୀଷଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।ଆଶଙ୍କା କରାଯାଉଛି ଯେ, ଏହି ସାମୁଦ୍ରିକ ଝଡ଼ ସୌରାଷ୍ଟ୍ର ଏବଂ କଚ୍ଚ ଦେଇ ଅତିକ୍ରମ କରିବ। ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ସ୍ଥଳଭାଗ ମୁହାଁ ଗତି କରିବ ସାମୁଦ୍ରିକ ଝଡ଼ ‘ଆସନା’।ଏଥିପାଇଁ ଅଧିକ ପ୍ରଭାବିତ ହେବାକୁ ଥିବା ଦକ୍ଷିଣ ଗୁଜରାଟ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଆଲର୍ଟ ଜାରି କରାଯାଇଛି। ଭଡ଼ଦୋରା, ଭରୁଚ, ଆନନ୍ଦ, ନର୍ମଦା, ପଞ୍ଚମହଲ, ଦାହୋଦ, ଛୋଟା ଉଦୟପୁରରେ ଆଗାମୀ କିଛି ଦିନ ଯାଏ ବର୍ଷା ଜାରି ରହିବ।
Trending
- ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
- ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
Next Post