ବଙ୍ଗୋପସାଗରେ ଏହି ବାତ୍ୟା ସମ୍ଭାବନା ଦେଖିବାକୁ ମିଳିଛି । ଆଇଏମଡି ଜିଏଫଏସ ବା ଗ୍ଲୋବାଲ ପରକାଷ୍ଟିଙ୍ଗ ସିଷ୍ଟମ ଏ ନେଇ ପୂର୍ବାନୁମାନ କରିଛି । ଆସନ୍ତା ଡିସେମ୍ବର ୧ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ ବୋଲି କୁହାଯାଇଛି ।ତେବେ ଏହାପରେ ଆସନ୍ତା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଏହା ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ପରେ ଉତ୍ତର ଉତ୍ତର-ପୂର୍ବ ଦିଗକୁ ରିକର୍ଭ କରିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ଡିାସେମ୍ବର ୫ ତାରିଖରେ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବାର ସମ୍ଭାବନା ଦର୍ଶାଇଛି ଆଇଏମଡି । ଏହି ବାତ୍ୟା ଉତ୍ତର ଆନ୍ଧ୍ରପ୍ରଦେଶ କିମ୍ବା ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିପାରେ ବୋଲି ପୂର୍ବାନୁମାନ କରାଯାଉଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post