ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଘୁଚାପଜନିତ ବର୍ଷା।ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ହେଉଛି । ଆହୁରି ୪ ଦିନ ବର୍ଷିବ । ଏଥିପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ମୂଷଳଧାରାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ ଓ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ବିଭିନ୍ନ ଜିଲ୍ଲାର ବିଜୁଳି ଘଡ଼ଘଡ଼ି ବି ହୋଇପାରେ ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post
Next Post