ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା 

ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ଲାଗି ରହିବ ।୧୪ ଓ ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।