ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ସୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତି ତାପମାତ୍ରା କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ହ୍ରାସ ପାଇଛି ।୧୪ ତାରିଖ ବେଳକୁ ଫୁଲବାଣୀ, କୋରାପୁଟ ଭଳି ସହରରେ ରାତି ତାପମାତ୍ରା ୯ ଡିଗ୍ରୀ ଓ ରାଜ୍ୟର ଅର୍ଦ୍ଧାଧିକ ସହରର ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକ ନଥିବା ବେଳେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଶୀତ ସହ ବିଭିନ୍ନ ସ୍ଥାନରେ କୁହୁଡି ମଧ୍ୟ ଦୃଶ୍ୟମାନ ହେବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ