ଆସନ୍ତା ୨୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ୨୪ ତାରିଖରେ ଉତ୍ତର ଓଡି଼ଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଆଜି ୧୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ୨୨ ତାରିଖ ଅର୍ଥାତ୍ ରବିବାର ପାଇଁ ମାଲକାନଗିରି, କୋରାପୁଟ, ଢେଙ୍କାନାଳ, ଅନୁଗୁଳ, କଟକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Trending
- ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି
- ୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଆଜି ଭାରତ ବନ୍ଦ ଡାକରା
- ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
- ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
Prev Post