ଧିରେ ଧିରେ ଖସୁଛି ପାରଦ, ବଢ଼ୁଛି ଶୀତ। ଜାଡ଼ରେ ଥରୁଛି ସାରା ଓଡ଼ିଶା । ବିଭିନ୍ନ ସ୍ଥାନରେ ଅନୁଭୂତ ହେଲାଣି ହାଡଭଙ୍ଗା ଶୀତ। ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଥଣ୍ଡା । ସବୁଠି ରାତିର ତାପମାତ୍ରା କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି।ଏପଟେ ମୟୁରଭଞ୍ଜ ଜିଲ୍ଲାରେ ତଳମୁହାଁ ହେଉଛି ପାରଦ । ହାଡ଼ଭଙ୍ଗା ଶୀତରେ ଥରୁଛି ମୟୁରଭଞ୍ଜ । ଗତକାଲି ମୟୁରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ କୁ ଖସିଥିବା ବେଳେ ଆଜି ମୟୁରଭଞ୍ଜ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧ ଡିଗ୍ରୀ କୁ ଖସିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post