ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ କେଉଁଠି ମୂଷଳଧାରାରେ ତ ଆଉ କେଉଁଠି ଅବିଶ୍ରାନ୍ତ ବର୍ଷା ହେଉଛି । ଭୁବନେଶ୍ବର, କଟକ ସମେତ ବିଭିନ୍ନ ସ୍ଥାନରେ ଦୁଇ ଦିନ ହେବ ତୁହାକୁ ତୁହା ବର୍ଷା ଜାରି ରହିଛି । ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ୧୦ ଜିଲ୍ଲା କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ସୋନପୁର, ସମ୍ବଲପୁର, ନବରଙ୍ଗପୁର ଓ ଗଞ୍ଜାମକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ। ବର୍ଷା ଲାଗି ରହିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଖାଲୁଆ ଅଞ୍ଚଳରେ ପାଣି ଜମିଛି । ଆଜି ଅଧିକ ଘନୀଭୂତ ହେବ
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post