ପ୍ରତିଦିନ ବଢୁଛି ପାରା । ସ୍ଵାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଉପରେ ପାରଦ ଥିବା ବେଳେ ଉପକୂଳରେ କଲବଲ କରୁଛି ତାତି ।ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ଦୁଇ ଦିନ ଆଗରୁ ସମ୍ପୂର୍ଣ୍ଣଭାବେ ପ୍ରତ୍ୟାବର୍ତ୍ତନ କରିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତ ଜୁନ୍ ୨୨ ତାରିଖରେ ମୌସୁମୀ ଓଡିଶାରେ ପ୍ରବେଶ କରିଥିଲା । ଅନ୍ୟପକ୍ଷରେ ଆକାଶ ମେଘମୁକ୍ତ ରହିବା ସହିତ ପଶ୍ଚିମା ପବନ ବହିବା ଯୋଗୁଁ ତାପମାତ୍ରା ବୃଦ୍ଧି ପାଉଛି । ଅନେକ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି । ତେବେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଗରେ ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post