ସୃଷ୍ଟି ହେଲା ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୪୮ ଘଣ୍ଟାରେ ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ପରେ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବ ଏହି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଆଜିଠୁ ବଢ଼ିବ ବର୍ଷା ପରିମାଣ। ୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
Trending
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା