ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ। ଗୋପାଳପୁରଠାରୁ ପୂର୍ବ ଓ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ପାରାଦ୍ୱୀପଠୁ ୨୯୦, ଦୀଘାଠୁ ୪୧୦ କିମି ଦୂରରେ ଅବସ୍ଥିତ ଏହି ଅବପାତ। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବ। ପରେ ଏହା ଓଡ଼ିଶା ଓ ପଶ୍ଚିମବଙ୍ଗ ଦେଇ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗରେ ସୂଚନା ରହିଛି। ଏହି ପ୍ରଭାବରେ ୧୧ ତାରିଖ ଯାଏଁ ଲାଗିରହିବ ବର୍ଷା। ଏହି ଲଘୁଛାପ ଯୋଗୁଁ ରାଜ୍ୟରେ ବର୍ଷା ଲାଗିରହିଛି। ଆଜି ସକାଳେ ଭୁବନେଶ୍ୱର ଏବଂ କଟକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ତେବେ ଅବପାତ ଯୋଗୁଁ ସମୁଦ୍ର ଅଶାନ୍ତ ରହିଛି, ସେଥିପାଇଁ ମତ୍ସଜୀବିଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି।
Trending
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ
Next Post