ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। ଗୁରୁବାର ସକାଳ ସୁଦ୍ଧା ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ବର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଏବଂ ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ଜଗତ୍ସିଂହପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ କଳାହାଣ୍ତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
Next Post