୪ରୁ ପ୍ରବଳ ବର୍ଷିବ

ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ।ଅବପାତଟି ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ।