୫ ଦିନ ପ୍ରବଳ ବର୍ଷା

ଆସନ୍ତା ୫ ଦିନ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ। ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଟି ସକ୍ରିୟ ରହିଛି ଓ ଆସନ୍ତା ଦୁଇ ଦିନରେ ଏହା ୱେଲ ମାର୍କଡ୍‌ ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର  ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର  ଓଡ଼ିଶା ଓ ଝାଡ଼ଖଣ୍ଡ ଆଡ଼କୁ ଅଗ୍ରସର ହେବ ।