୬ରେ ଲଘୁଚାପ

ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଜଣାପଡ଼ିଛି । ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ। ତେବେ ଆଜି ୯ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।