ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ । ଏହି ୭ ଜିଲ୍ଲାକୁ ରହିଛି ବାତ୍ୟା ଭୟ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଅଣ୍ଡାମାନ ସାଗର ନିକଟରେ ରହିଥିବା ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ଆଜି ଅବପାତର ରୂପ ନେବ ।କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଆସନ୍ତା ୪୮ଘଣ୍ଟାରେ ଏହା ବାତ୍ୟା ହୋଇପାରେ। ପ୍ରଭାବରେ ୨ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତକାଲିଠୁ ଗଭୀର ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post