ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶଙ୍କ ମନୋରମା ମହାପାତ୍ରଙ୍କ କହିବାନୁସାରେ, ବାତ୍ୟା ‘ରେମାଲ’ ଏବେ ଉତ୍ତର ପୂର୍ବ ଦେଇ ବାଂଲାଦେଶ ମୁହାଁ ଗତି କରୁଛି । ଏହା ୨୬ ତାରିଖ ସୁଦ୍ଧା ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ କରିବାର ସୂଚନା ମିଳିଛି ।ବାତ୍ୟା ରେମଲ ବାଂଲାଦେଶର ଉପକୂଳ ଅଞ୍ଚଳରୁ ୮୦୦ କିଲୋମିଟର ଦକ୍ଷିଣ ଓ ପଶ୍ଚିମବଙ୍ଗରୁ ୮୧୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୁୂତ ହୋଇ ରହିଛି । ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାକୁ ଥିବା ବେଳେ ବାଲେଶ୍ୱର ଏବଂ ଭଦ୍ରକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ଉପକୂଳରେ ପବନର ଗତି ୪୦ ରୁ ୫୦କିମି ବେଗରେ ବୋହିବାର ସମ୍ଭାବନା ରହିଛି ବୋଲି ସେ ସୂଚନା ଦେଇଛନ୍ତି।
Trending
- ୪ଦିନ ପରେ ଗଡ଼ିଲା ଘରୋଇ ବସ୍
- ଅପରେସନ୍ ସିନ୍ଦୂର’କୁ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ
- ଡ୍ରାଇଭର ସଂଘକୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ଅନୁରୋଧ କଲେ ବିଭାଗୀୟ ମନ୍ତ୍ରୀ
- ସମ୍ବିଧାନ ବଞ୍ଚାଅ ନୁହେଁ କଂଗ୍ରେସ ବଂଚାଅ ଆନ୍ଦୋଳନ: ବିଜେପି
- ବିଜେପିକୁ ଟାର୍ଗେଟ କଲେ ରାହୁଲ
- ଜେଲରୁ ମୁକୁଳିଲେ ଜଗା ପ୍ରଧାନ
- ୧୪ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
- ଭାରତ ଏକ ଧର୍ମଶାଳା ନୁହେଁ
- ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି
- ୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଆଜି ଭାରତ ବନ୍ଦ ଡାକରା
Next Post