ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶଙ୍କ ମନୋରମା ମହାପାତ୍ରଙ୍କ କହିବାନୁସାରେ, ବାତ୍ୟା ‘ରେମାଲ’ ଏବେ ଉତ୍ତର ପୂର୍ବ ଦେଇ ବାଂଲାଦେଶ ମୁହାଁ ଗତି କରୁଛି । ଏହା ୨୬ ତାରିଖ ସୁଦ୍ଧା ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ କରିବାର ସୂଚନା ମିଳିଛି ।ବାତ୍ୟା ରେମଲ ବାଂଲାଦେଶର ଉପକୂଳ ଅଞ୍ଚଳରୁ ୮୦୦ କିଲୋମିଟର ଦକ୍ଷିଣ ଓ ପଶ୍ଚିମବଙ୍ଗରୁ ୮୧୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୁୂତ ହୋଇ ରହିଛି । ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାକୁ ଥିବା ବେଳେ ବାଲେଶ୍ୱର ଏବଂ ଭଦ୍ରକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ଉପକୂଳରେ ପବନର ଗତି ୪୦ ରୁ ୫୦କିମି ବେଗରେ ବୋହିବାର ସମ୍ଭାବନା ରହିଛି ବୋଲି ସେ ସୂଚନା ଦେଇଛନ୍ତି।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Next Post