ବଢ଼ୁଛି ଶୀତ। ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଜାଡ଼ । ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଛି । ପାହାଡ଼ିଆ ଅଞ୍ଚଳରେ ରାତିର ପାରଦ ଲଗାତର ଭାବେ ତଳ ମୁହାଁ ହୋଇଛି। ୭ ଡିଗ୍ରୀ ସହ ସବୁଠୁ ଥଣ୍ଡା ସହର ପାଲଟିଛି କନ୍ଧମାଳ ଜିଲ୍ଲା ଜି.ଉଦୟଗିରି। ଫୁଲବାଣୀର ତାପମାତ୍ରା ୯.୦ ଡିଗ୍ରୀ ସେଲସିୟସ ରହିଥିବା ବେଳେ ଦାରିଙ୍ଗବାଡ଼ିର ତାପମାତ୍ରା ୯.୦୫ ଡିଗ୍ରୀ ରହିଛି । ସେହିପରି କେନ୍ଦୁଝର ଜିଲ୍ଲାରେ ତାପମାତ୍ର ୧୦ ଡିଗ୍ରୀ ତଳକୁ ଖସିଆସିଛି। ଶୀତ ଦାଉରୁ ରକ୍ଷା ପାଇବାକୁ ଲୋକେ ନିଆଁ ପୁଇଁ ହେଉଛନ୍ତି।
Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
Next Post