ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ସବୁଠି ଅସହ୍ୟ ତାତି । ଆର୍ଦ୍ରତା ଅଧିକ ରହୁଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଦିନ ୯ଟାରୁ ଟା ଟାଇଁ ଟାଇଁ ଖରାରେ ଘରୁ ବାହାରିବା ମୁସ୍କିଲ । ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରୀରୁ ୩୮ ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ ଉପକୂଳ ଓଡ଼ିଶାରେ ଆର୍ଦ୍ରତା ୮୦ ପ୍ରତିଶତ ରହୁଛି। ଆଗାମୀ ୪ ଦିନ ଏଭଳି ପାଗ ଲାଗିରହିବ । ରାଜ୍ଯର ଅଧିକାଂଶ ସ୍ଥାନରେ ଆକାଶ ମେଘମୁକ୍ତ ରହିଛି। ଆକାଶ ନିର୍ମଳ ଥିବାରୁ ବହୁ ସ୍ଥାନର ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ସେଲସିୟସ ଅଧିକ ରହିଛି। ରାତି ତାପମାତ୍ରା ମଧ୍ୟ ସ୍ବାଭାବିକଠାରୁ ଗୋଟିଏ ଦୁଇ ଡିଗ୍ରୀ ଅଧିକ ରହିପାରେ ବୋଲି ପୂର୍ବାନୁମାନ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛନ୍ତି
Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Next Post