ବଙ୍ଗୋପସାଗରରେ ଆଜି ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ଏବେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।ଆଜି ଦକ୍ଷିଣ ଓଡ଼ିଶାରେ ଭାରୀ ବର୍ଷା ସମ୍ଭାବନା ରହିଛି। ଭୀଷଣ ବର୍ଷା ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, କାଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗିର. ନୂଆପଡ଼ା
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post