ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବ । ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ହୋଇପାରେ ।ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟରେ ଜୁନ ୧ରୁ ୨୯ ତାରିଖ ଯାଏ ୧୧୦୫.୪ ପ୍ରତିଶତ ବର୍ଷା ହୋଇଛି ।
Trending
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
- ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
- କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
- ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
- କେଜରିୱାଲଙ୍କୁ ମିଳିଲା ସରକାରୀ କ୍ବାର୍ଟର
- ୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ
- ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା।ଙ୍କ ମୃତ୍ୟୁ
- ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ
- ପୋଲିସ ଏସ୍ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍ଆଇଏ ତଦନ୍ତ ହେବ
- କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ
Next Post