ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଉତ୍ତର ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ମୁହାଁଇବ । ପ୍ରଭାବରେ ୪ ତାରିଖ ଯାଏ ପ୍ରବଳ ବର୍ଷିବ। ୨ ତାରିଖ ଯାଏ କିଛି ଜିଲ୍ଲାରେ ୧୧୫ରୁ ୨୦୪ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୧୧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲଟ ଜାରି ହୋଇଛି ।
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
Prev Post
Next Post