ଗତ କିଛି ଦିନ ଦେଲା ରାଜ୍ୟରେ ବର୍ଷା ଲାଗି ରହିଥିବାବେଳେ ଆସନ୍ତାକାଲିଠାରୁ ଏହାର ପ୍ରଭାବ କମିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୭ରୁ ୮ ତାରିଖ ମଧ୍ୟରେ ଆହୁରି ବର୍ଷା ପରିମାଣ କମିବ । ୫ ତାରିଖ ସକାଳ ପର୍ଯ୍ୟନ୍ତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାକୁ ବର୍ଷା (୭ ରୁ ୧୧ ସେ.ମି.) ବର୍ଷା ନେଇ ପାଣିପାଗ କେନ୍ଦ୍ର ହଳଦିଆ ସତର୍କତା ଜାରି କରିଛି।
Trending
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି