ରାଜ୍ୟରେ ଗରମର ମାତ୍ରା ଧିରେ ଧିରେ ବଢ଼ିବାରେ ଲାଗିଛି। ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ଚଳିତ ମାସରେ ୪୦ ଡିଗ୍ରୀ ଟପିଛି ଦିନ ତାପମାତ୍ରା। ମାତ୍ର ଏହାରି ମଧ୍ୟରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି ଆସନ୍ନ ବର୍ଷା।ଆସନ୍ତା ୨୪ ଘଣ୍ଟା ମଧ୍ଯରେ ବହୁ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ହ୍ରାସ ପାଇଥିବା ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତୁ ଜାଣିବା କେଉଁ କେଉଁ ସ୍ଥାନରେ ହେବ ବର୍ଷା?ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ କାଳବୈଶାଖୀ ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
Trending
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
Next Post