ଓଡ଼ିଶାର ଚତୁପାର୍ଶ୍ବରେ ୩ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।ଏହାର ପ୍ରଭାବରେ ଆଜିଠୁ ବଢିବ ବର୍ଷା ପରିମାଣ । ଆଜି ପ୍ରବଳ ବର୍ଷା ନେଇ ୯ଜିଲ୍ଲା ଓ ୧୫ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୮ ପରେ କମିବ ବର୍ଷାର ପରିମାଣ ।ଗତ ୨୪ ଘଣ୍ଟାରେ ଗଂଜାମ ଜିଲ୍ଲାରେ ସର୍ବାଧିକ ବର୍ଷା ୫୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏବେବି ରାଜ୍ୟରେ ୧୧ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୭୧୩.୩ ମିମି ବର୍ଷା ସ୍ୱାଭାବିକ ରହିବା କଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଛି।
Trending
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
- ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
- ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
Prev Post
Next Post