ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି। ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ପ୍ରଭାବରେ ଆଜିଠୁ ପୁଣି ବର୍ଷିବ। ୪ ଦିନ ପାଇଁ ସତର୍କ କରାଇଛି ପାଣିପାଗ ବିଭାଗ ।
Trending
- ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା
- ହୀରାକୁଦରୁ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ
- ବିଜେଡିର ବଡ଼ ଆକ୍ସନ , ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର
- ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି
- ବଳଙ୍ଗା ପୀଡିତା କିରୋସିନ ଢାଳି ନିଜ ଜୀବନ ନେଇଥିଲେ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଆତଙ୍କବାଦୀମାନଙ୍କୁ ସେମାନଙ୍କ ଧର୍ମ ଦେଖି ନୁହେଁ, ସେମାନଙ୍କ କାର୍ଯ୍ୟକୁ ଆଧାର କରି ହତ୍ୟା କରିଛି ଭାରତ –
- ଭିଜିଲାନ୍ସ ହାତରେ ୧୯୯ ଜଣ ସରକାରୀ ବାବୁ ଧରାପଡ଼ିଛନ୍ତି
- ନବରାତ୍ରର ପ୍ରଥମ ଦିନ
- ଭୁବନେଶ୍ବର କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ପ୍ରଦୀପ ଜେନା
- ବର୍ତ୍ତମାନ କରାଯାଇଥିବା GST ସଂସ୍କାର ଦ୍ୱାରା ଘର ନିର୍ମାଣ, ଗାଡ଼ି କିଣିବା, ବୁଲାବୁଲି ଖର୍ଚ୍ଚ କମିବ – ପ୍ରଧାନମନ୍ତ୍ରୀ
Next Post