ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ।ତେବେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ସ୍ଥାନରେ ମୋଟ ବର୍ଷା ୫୦ରୁ ୬୦ମିମି ରହିବ । ଜୁଲାଇ ପ୍ରଥମମାର୍ଦ୍ଧରେ ରାଜ୍ୟରେ ବର୍ଷା ପରିମାଣ ୨୫% ନିଅଣ୍ଟିଆ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post